1 Kings 7:45 — Compare Translations

4 translations compared side by side

Odia - 1840
"ପାତ୍ରଗୁଡ଼ିକ, କରଚୁଲ୍ଲୀଗୁଡ଼ିକ ଏବଂ ତାଟିଆଗୁଡ଼ିକ ହୀରମ୍ ଦ୍ୱାରା ସଦାପ୍ରଭୁଙ୍କ ମନ୍ଦିର ପାଇଁ ତିଆରି ହୋଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ହାଣ୍ତି ଓ କରଚୁଲି ଓ କୁଣ୍ତ, ଏହି ଯେସକଳ ପାତ୍ର ହୀରମ୍ ଶଲୋମନ ରାଜାଙ୍କ ପାଇଁ ସଦାପ୍ରଭୁଙ୍କ ଗୃହରେ ନିର୍ମାଣ କଲା, ତାହାସବୁ ଉଜ୍ଜ୍ଵଳ ପିତ୍ତଳର ଥିଲା ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାଣ୍ଡି, କରଚୁଲି ଓ କୁଣ୍ଡ, ଏହି ଯେସକଳ ପାତ୍ର ହୂରମ୍‍ ଶଲୋମନ ରାଜାଙ୍କ ପାଇଁ ସଦାପ୍ରଭୁଙ୍କ ଗୃହରେ ନିର୍ମାଣ କଲା, ତାହାସବୁ ଉଜ୍ଜ୍ୱଳ ପିତ୍ତଳର ଥିଲା।
Odia IRV 2017 (ଓଡିଆ ବାଇବେଲ)
ହାଣ୍ଡି, କରଚୁଲି ଓ କୁଣ୍ଡ, ଏହି ଯେସକଳ ପାତ୍ର ହୂରମ୍‍ ଶଲୋମନ ରାଜାଙ୍କ ପାଇଁ ସଦାପ୍ରଭୁଙ୍କ ଗୃହରେ ନିର୍ମାଣ କଲା, ତାହାସବୁ ଉଜ୍ଜ୍ୱଳ ପିତ୍ତଳର ଥିଲା।