1 Kings 7:49 — Compare Translations
4 translations compared side by side
Odia - 1840
"ସ୍ୱର୍ଣ୍ଣବେଦି, ବିଶେଷ ରୋଟି ରଖିବା ପାଇଁ ସ୍ୱର୍ଣ୍ଣମୟ ମେଜ, ଦକ୍ଷିଣ ପାର୍ଶ୍ୱରେ ପାଞ୍ଚୋଟି ସୁବର୍ଣ୍ଣର ଦ୍ୱୀପରୁଖା ଓ ମହାପବିତ୍ର ସ୍ଥାନର ଉତ୍ତର ପାର୍ଶ୍ୱରେ ପାଞ୍ଚୋଟି ଦ୍ୱୀପରୁଖା ସୁବର୍ଣ୍ଣର ଦ୍ୱୀପ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗର୍ଭାଗାର ସମ୍ମୁଖର ଦକ୍ଷିଣରେ ପାଞ୍ଚ ଓ ବାମରେ ପାଞ୍ଚ ନିର୍ମଳ ସୁବର୍ଣ୍ଣର ଦୀପବୃକ୍ଷ ଓ ସୁବର୍ଣ୍ଣର ପୁଷ୍ପ ଓ ପ୍ରଦୀପ ଓ ଚିମୁଟା
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମହାପବିତ୍ର ସ୍ଥାନ ସମ୍ମୁଖର ଦକ୍ଷିଣରେ ପାଞ୍ଚ, ବାମରେ ପାଞ୍ଚ ନିର୍ମଳ ସୁବର୍ଣ୍ଣର ଦୀପବୃକ୍ଷ, ସୁବର୍ଣ୍ଣର ପୁଷ୍ପ, ପ୍ରଦୀପ, ଚିମୁଟା,
Odia IRV 2017 (ଓଡିଆ ବାଇବେଲ)
ପୁଣି, ମହା ପବିତ୍ର ସ୍ଥାନ ସମ୍ମୁଖର ଦକ୍ଷିଣରେ ପାଞ୍ଚ, ବାମରେ ପାଞ୍ଚ ନିର୍ମଳ ସୁବର୍ଣ୍ଣର ଦୀପବୃକ୍ଷ, ସୁବର୍ଣ୍ଣର ପୁଷ୍ପ, ପ୍ରଦୀପ, ଚିମୁଟା,