1 Kings 7:5 — Compare Translations
5 translations compared side by side
Odia - 1840
"ପ୍ରଲତ୍ୟକକର ଶଲଷସର ତିଲନାଟି କବାଟ ଥିଲା। ସବୁ କବାଟସଖାଲା ଥିଲା ଓ ତା'ର ଦ୍ବାରବନ୍ଧ ବର୍ଗାକାର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖିଡ଼ିକିର ସମସ୍ତ ଦ୍ଵାର ଓ ଚୌକାଠ ଚାରି ଚୌରସ ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକର ଶେଷରେ ତିନୋଟି କବାଟ ଥିଲା। ସବୁ କବାଟ ଖୋଲା ଥିଲା ଓ ତା’ର ଦ୍ୱାରବନ୍ଧ ବର୍ଗାକାର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଖିଡ଼ିକିର ସମସ୍ତ ଦ୍ୱାର ଓ ଚୌକାଠ ଚାରି ଚୌରସ ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଖିଡ଼ିକିର ସମସ୍ତ ଦ୍ୱାର ଓ ଚୌକାଠ ଚାରି ଚୌରସ ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।