1 Kings 7:50 — Compare Translations

4 translations compared side by side

Odia - 1840
"ସୁବର୍ଣ୍ଣର ଫୁଲସବୁ, ଖାଣ୍ଟି ସୁନାର ଗ୍ଭମଚ ଓ ପାତ୍ରସବୁ ଯଥା, କଇଁଚି, କୁଣ୍ତସବୁ, ଅଙ୍ଗାରଧାନୀ ଏବଂ ଭିତର ପାଖର କବାଟ ପାଇଁ ଅର୍ଥାତ୍ ମହାପବିତ୍ର ସ୍ଥାନର ଓ ମନ୍ଦିରର ମୂଖ୍ୟ କୋଠରୀର କବାଟ ପାଇଁ ସୁବର୍ଣ୍ଣର କ‌ବ୍‌ଜା ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ନିର୍ମଳ ସୁବର୍ଣ୍ଣର ପାତ୍ର ଓ କତୁରୀ ଓ କୁଣ୍ତ ଓ ଚମସ ଓ ଅଙ୍ଗାରଧାନୀ; ପୁଣି ଅନ୍ତରାଗାରର, ଅର୍ଥାତ୍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବିଜା କଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିର୍ମଳ ସୁବର୍ଣ୍ଣର ପାତ୍ର, କତୁରୀ, କୁଣ୍ଡ, ଚାମର ଓ ଅଙ୍ଗାରଧାନୀ; ପୁଣି, ଅନ୍ତରାଗାରର, ଅର୍ଥାତ୍‍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍‍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବ୍‌ଜା କଲେ।
Odia IRV 2017 (ଓଡିଆ ବାଇବେଲ)
ନିର୍ମଳ ସୁବର୍ଣ୍ଣର ପାତ୍ର, କତୁରୀ, କୁଣ୍ଡ, ଚାମର ଓ ଅଙ୍ଗାରଧାନୀ; ପୁଣି, ଅନ୍ତରାଗାରର, ଅର୍ଥାତ୍‍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍‍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବ୍‌ଜା କଲେ।