1 Kings 7:6 — Compare Translations
5 translations compared side by side
Odia - 1840
"ଆହୁରି ମଧ୍ଯସସ ସ୍ତମ୍ଭ ସଦୃଶ ବାରଣ୍ତା କଲଲ। ଏହା ପଗ୍ଭଶ ହାତ ଦୀର୍ଘ, ତିରିଶ ହାତ ଚଉଡା ଥିଲା ଓ ବାରଣ୍ତାର ସମ୍ମୁଖସର ଏକ ସ୍ତମ୍ବସର ଭରାଦିଆ ୟାଇଥିବା ପରଦା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ ସ୍ତମ୍ଭଶ୍ରେଣୀର ବରଣ୍ତା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବରଣ୍ତା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ମଧ୍ୟ ସେ “ସ୍ତମ୍ଭ ସଦୃଶ ବାରଣ୍ତା” କଲେ। ଏହା ପଗ୍ଭଶ୍ ହାତ ଦୀର୍ଘ, ତିରିଶ୍ ହାତ ଚଉଡ଼ା ଥିଲା ଓ ବାରଣ୍ତାର ସମ୍ମୁଖରେ ଏକ ସ୍ତମ୍ଭରେ ଭରାଦିଆ ଯାଇଥିବା ପରଦା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ ସ୍ତମ୍ଭଶ୍ରେଣୀର ବାରଣ୍ଡା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବାରଣ୍ଡା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେ ସ୍ତମ୍ଭଶ୍ରେଣୀର ବାରଣ୍ଡା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବାରଣ୍ଡା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ।