1 Kings 7:8 — Compare Translations

5 translations compared side by side

Odia - 1840
"ରାଜା ଶସଲାମନଙ୍କର ବିଗ୍ଭର ଗୃହର ଅଗଣା ଉପଲର ଅବସ୍ଥିତ ଥିଲା। ଏହା ନିଯମ ପ୍ରଶସ୍ତଗୃହ ସଦୃଶ ନିର୍ମିତସହଲା।ସସ ମଧ୍ଯ ନିଜର ଭାର୍ୟ୍ଯା, ଫାଲରାର କନ୍ଯା ନିମନ୍ଲତସସହି ନିଯମ ପ୍ରଶସ୍ତଗୃହ ପରି ଏକ ଗୃହ ନିର୍ମାଣ କଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତାଙ୍କର ବାସଗୃହ, ବରଣ୍ତାଭିତର ଅନ୍ୟ ପ୍ରାଙ୍ଗଣର କାର୍ଯ୍ୟ ପରି ଥିଲା । ଆଉ ଶଲୋମନ ଆପଣା ଭାର୍ଯ୍ୟା ଫାରୋର କନ୍ୟା ନିମନ୍ତେ ସେହି ବରଣ୍ତା ପରି ଏକ ଗୃହ ମଧ୍ୟ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଶଲୋମନଙ୍କର ବିଗ୍ଭର ଗୃହର ଅଗଣା ଉପରେ ଅବସ୍ଥିତ ଥିଲା। ଏହା ନିୟମ ପ୍ରଶସ୍ତଗୃହ ସଦୃଶ ନିର୍ମିତ ହେଲା। ସେ ମଧ୍ୟ ନିଜର ଭାର୍ଯ୍ୟା, ଫାରୋର କନ୍ୟା ନିମନ୍ତେ ସେହି ନିୟମ ପ୍ରଶସ୍ତଗୃହ ପରି ଏକ ଗୃହ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତାଙ୍କର ବାସଗୃହ, ବାରଣ୍ଡା ଭିତର ଅନ୍ୟ ପ୍ରାଙ୍ଗଣର କାର୍ଯ୍ୟ ପରି ଥିଲା। ଆଉ, ଶଲୋମନ ଆପଣା ଭାର୍ଯ୍ୟା ଫାରୋର କନ୍ୟା ନିମନ୍ତେ ସେହି ବାରଣ୍ଡା ପରି ଏକ ଗୃହ ମଧ୍ୟ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତାଙ୍କର ବାସଗୃହ, ବାରଣ୍ଡା ଭିତର ଅନ୍ୟ ପ୍ରାଙ୍ଗଣର କାର୍ଯ୍ୟ ପରି ଥିଲା। ଆଉ, ଶଲୋମନ ଆପଣା ଭାର୍ଯ୍ୟା ଫାରୋର କନ୍ୟା ନିମନ୍ତେ ସେହି ବାରଣ୍ଡା ପରି ଏକ ଗୃହ ମଧ୍ୟ ନିର୍ମାଣ କଲେ।