1 Kings 8:1 — Compare Translations

5 translations compared side by side

Odia - 1840
"ତା'ପରେ ରାଜା ଶଲୋମନ ଇଶ୍ରାୟେଲର ପ୍ରାଚୀନବର୍ଗଙ୍କୁ, ବଂଶସମୂହର ପ୍ରଧାନବର୍ଗଙ୍କୁ ଓ ଇଶ୍ରାୟେଲର ସମସ୍ତ ପରିବାରର ମୁଖ୍ଯଙ୍କୁ ଏକତ୍ର ଡକାଇଲେ ଓ ସମାନଙ୍କେୁ ୟିରୁଶାଲମ ଆସିବାକୁ କହିଲେ। ଦାଉଦ ନଗରରୁ ସଦାପ୍ରଭୁଙ୍କ ନିଯମ ସିନ୍ଦୁକ ମନ୍ଦିରକୁ ଆଣିବା ରେ ସମାନଙ୍କେର ଯୋଗଦାନ ସେ ଗ୍ଭହୁଁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶ ସମୂହର ପ୍ରଧାନ-ବର୍ଗଙ୍କୁ, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣର ପିତୃଗୃହାଧି-ପତି ସମସ୍ତଙ୍କୁ ଯିରୂଶାଲମରେ ଶଲୋମନ ରାଜାଙ୍କ ନିକଟରେ ଏକତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ମନ୍ଦିରରେ ତାଙ୍କର ନିୟମ-ସିନ୍ଦୁକ ତା’ପରେ ରାଜା ଶଲୋମନ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ, ବଂଶସମୂହର ପ୍ରଧାନବର୍ଗଙ୍କୁ ଓ ଇସ୍ରାଏଲର ସମସ୍ତ ପରିବାରର ମୁଖ୍ୟଙ୍କୁ ଏକତ୍ର ଡକାଇଲେ ଓ ସେମାନଙ୍କୁ ଯିରୁଶାଲମ ଆସିବାକୁ କହିଲେ। ଦାଉଦ ନଗରରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ମନ୍ଦିରକୁ ଆଣିବାରେ ସେମାନଙ୍କର ଯୋଗଦାନ ସେ ଗ୍ଭହୁଁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶସମୂହର ପ୍ରଧାନବର୍ଗଙ୍କୁ, ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣଙ୍କର ପିତୃଗୃହାଧିପତି ସମସ୍ତଙ୍କୁ ଯିରୂଶାଲମରେ ଶଲୋମନ ରାଜାଙ୍କ ନିକଟରେ ଏକତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶ ସମୂହର ପ୍ରଧାନବର୍ଗଙ୍କୁ, ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣଙ୍କର ପିତୃଗୃହାଧିପତି ସମସ୍ତଙ୍କୁ ଯିରୂଶାଲମରେ ଶଲୋମନ ରାଜାଙ୍କ ନିକଟରେ ଏକତ୍ର କଲେ।