1 Kings 8:10 — Compare Translations
5 translations compared side by side
Odia - 1840
"ଯାଜକମାନେ ସଦାପ୍ରଭୁଙ୍କ ନିଯମ ସିନ୍ଦୁକ ମହାପବିତ୍ର ସ୍ଥାନ ରେ ରଖି ସାରିଲା ପରେ ବାହାରି ଆସିଲେ, ଏବଂ ସଦାପ୍ରଭୁଙ୍କ ମନ୍ଦିର ମେଘ ରେ ପରିପୂର୍ଣ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାଜକମାନେ ପବିତ୍ରସ୍ଥାନ ମଧ୍ୟରୁ ବାହାରି ଆସିଲା ଉତ୍ତାରେ ସଦାପ୍ରଭୁଙ୍କ ଗୃହ ମେଘରେ ପରିପୂର୍ଣ୍ଣ ହେଲା;
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ମହାପବିତ୍ର ସ୍ଥାନରେ ରଖି ସାରିଲା ପରେ ବାହାରି ଆସିଲେ, ଏବଂ ସଦାପ୍ରଭୁଙ୍କ ମନ୍ଦିର ମେଘରେ ପରିପୂର୍ଣ୍ଣ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯାଜକମାନେ ପବିତ୍ର ସ୍ଥାନ ମଧ୍ୟରୁ ବାହାରି ଆସିଲା ଉତ୍ତାରେ ସଦାପ୍ରଭୁଙ୍କ ଗୃହ ମେଘରେ ପରିପୂର୍ଣ୍ଣ ହେଲା;
Odia IRV 2017 (ଓଡିଆ ବାଇବେଲ)
ଆଉ, ଯାଜକମାନେ ପବିତ୍ର ସ୍ଥାନ ମଧ୍ୟରୁ ବାହାରି ଆସିଲା ଉତ୍ତାରେ ସଦାପ୍ରଭୁଙ୍କ ଗୃହ ମେଘରେ ପରିପୂର୍ଣ୍ଣ ହେଲା;