1 Kings 8:11 — Compare Translations
5 translations compared side by side
Odia - 1840
"ଯାଜକମାନେ ସଦାପ୍ରଭୁଙ୍କ ସବୋ କରିପାରିଲେ ନାହିଁ କାରଣ ମନ୍ଦିରଟି ମେଘ ରେ ପରିପୂର୍ଣ ଥିଲା ଓ ସଦାପ୍ରଭୁଙ୍କ ମହିମା ରେ ପୂର୍ଣ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି ମେଘ ସକାଶୁ ଯାଜକମାନେ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନେ ସଦାପ୍ରଭୁଙ୍କ ସେବା କରି ପାରିଲେ ନାହିଁ କାରଣ ମନ୍ଦିରଟି ମେଘରେ ପରିପୂର୍ଣ୍ଣ ଥିଲା ଓ ସଦାପ୍ରଭୁଙ୍କ ମହିମାରେ ପୂର୍ଣ୍ଣ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ମେଘ ସକାଶୁ ଯାଜକମାନେ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି ମେଘ ସକାଶୁ ଯାଜକମାନେ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେଲା।