1 Kings 8:13 — Compare Translations
5 translations compared side by side
Odia - 1840
"ଚିରଦିନ ପାଇଁ ବାସ କରିବାକୁ ତୁମ୍ଭ ପାଇଁ ମୁଁ ଏକ ଆଶ୍ଚର୍ୟ୍ଯଜନକ ମନ୍ଦିର ନିର୍ମାଣ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ନିଶ୍ଚୟ ତୁମ୍ଭ ପାଇଁ ଏକ ବସତିଗୃହ, ତୁମ୍ଭର ଅନ; କାଳ ବାସ ନିମନ୍ତେ ଏକ ସ୍ଥାନ ନିର୍ମାଣ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଚିରଦିନ ପାଇଁ ବାସ କରିବାକୁ ତୁମ୍ଭ ପାଇଁ ମୁଁ ଏକ ଆଶ୍ଚର୍ଯ୍ୟଜନକ ମନ୍ଦିର ନିର୍ମାଣ କରିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ନିଶ୍ଚୟ ତୁମ୍ଭ ପାଇଁ ଏକ ବସତି-ଗୃହ, ତୁମ୍ଭର ଅନନ୍ତକାଳ ବାସ ନିମନ୍ତେ ଏକ ସ୍ଥାନ ନିର୍ମାଣ କରିଅଛି।”
Odia IRV 2017 (ଓଡିଆ ବାଇବେଲ)
ମୁଁ ନିଶ୍ଚୟ ତୁମ୍ଭ ପାଇଁ ଏକ ବସତିଗୃହ, ତୁମ୍ଭର ଅନନ୍ତ କାଳ ବାସ ନିମନ୍ତେ ଏକ ସ୍ଥାନ ନିର୍ମାଣ କରିଅଛି।”