1 Kings 8:14 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ସମସ୍ତ ପୁତ୍ରଗଣ ସଠାେରେ ଦଣ୍ତାଯମାନ ହାଇେଥିଲେ। ରାଜା ଶଲୋମନ ତାଙ୍କର ମୁହଁ ବୁଲାଇଲେ ଓ ସମାନଙ୍କେୁ ଆଶୀର୍ବାଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସମସ୍ତ ପୁତ୍ରଗଣ ସେଠାରେ ଦଣ୍ଡାୟମାନ ହୋଇଥିଲେ। ରାଜା ଶଲୋମନ ତାଙ୍କର ମୁହଁ ବୁଲାଇଲେ ଓ ସେମାନଙ୍କୁ ଆଶୀର୍ବାଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି, ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି, ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ।