1 Kings 8:15 — Compare Translations
5 translations compared side by side
Odia - 1840
"ତା'ପରେ ଶଲୋମନ ସଦାପ୍ରଭୁଙ୍କୁ ଏକ ଦୀର୍ଘ ପ୍ରାର୍ଥନା ରେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶଲୋମନ ସଦାପ୍ରଭୁଙ୍କୁ ଏକ ଦୀର୍ଘ ପ୍ରାର୍ଥନାରେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରଶଂସା କର, ଯାହା ସେ ମୋର ପିତା ଦାଉଦଙ୍କୁ ପ୍ରତିଜ୍ଞା କରିଥିଲେ, ସଦାପ୍ରଭୁ ନିଜେ ପୂରଣ କରିଛନ୍ତି। ସଦାପ୍ରଭୁ ମୋର ପିତାଙ୍କୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,
Odia IRV 2017 (ଓଡିଆ ବାଇବେଲ)
ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,