1 Kings 8:16 — Compare Translations
5 translations compared side by side
Odia - 1840
"'ଆମ୍ଭେ ଇଶ୍ରାୟେଲର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲାଠାରୁ ଏପର୍ୟ୍ଯନ୍ତ କୌଣସି ସହରକୁ ଇଶ୍ରାୟେଲର ପରିବାରବର୍ଗରୁ ଆମ୍ଭର ନାମର ସମ୍ମାନାର୍ଥେ ମନ୍ଦିର ନିର୍ମାଣ କରିବାକୁ ମନୋନୀତ କଲୁ ନାହିଁ, କି ଆମ୍ଭର ଲୋକମାନଙ୍କର ନେତା ପାଇଁ ମନୋନୀତ କଲୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଆପଣା ଇସ୍ରାଏଲ-ଲୋକଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; ମାତ୍ର ଆମ୍ଭେ ଆପଣା ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦକୁ ମନୋନୀତ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
‘ଆମ୍ଭେ ଇସ୍ରାଏଲର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିବାଠାରୁ ଏପର୍ଯ୍ୟନ୍ତ କୌଣସି ସହରକୁ ଇସ୍ରାଏଲର ପରିବାରବର୍ଗରୁ ଆମ୍ଭର ନାମର ସମ୍ମାନାର୍ଥେ ମନ୍ଦିର ନିର୍ମାଣ କରିବାକୁ ମନୋନୀତ କଲୁ ନାହିଁ, କି ଆମ୍ଭର ଲୋକମାନଙ୍କର ନେତା ପାଇଁ ମନୋନୀତ କଲୁ ନାହିଁ। କିନ୍ତୁ ବର୍ତ୍ତମାନ ଆମ୍ଭେ ଯିରୁଶାଲମକୁ ମନୋନୀତ କରିଅଛୁ ଯେଉଁଠାରେ ଆମ୍ଭେ ସମ୍ମାନିତ ହେବା ଓ ଆମ୍ଭର ଲୋକମାନଙ୍କ ଉପରେ ଶାସନ କରିବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; ମାତ୍ର ଆମ୍ଭେ ଆପଣା ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କଲୁ।’
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଆପଣା ଇସ୍ରାଏଲ-ଲୋକଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; ମାତ୍ର ଆମ୍ଭେ ଆପଣା ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦକୁ ମନୋନୀତ କଲୁ।”