1 Kings 8:17 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ସମ୍ମାନାର୍ଥେ ଗୋଟିଏ ମନ୍ଦିର ନିର୍ମାଣ କରିବାକୁ ମାରେ ପିତା ଦାଉଦ ବିଶଷେ ଭାବରେ ମନସ୍ଥ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋହର ପିତା ଦାଉଦଙ୍କର ସଂକଳ୍ପ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମାନାର୍ଥେ ଗୋଟିଏ ମନ୍ଦିର ନିର୍ମାଣ କରିବାକୁ ମୋର ପିତା ଦାଉଦ ବିଶେଷ ଭାବରେ ମନସ୍ଥ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋହର ପିତା ଦାଉଦଙ୍କର ସଂକଳ୍ପ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋହର ପିତା ଦାଉଦଙ୍କର ସଂକଳ୍ପ ଥିଲା।