1 Kings 8:2 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ସମସ୍ତ ପୁତ୍ରଗଣ ବର୍ଷର ସପ୍ତମ ମାସ ରେ ଏଥାନୀମ ନାମକ ଏକ ବିଶଷେ ପର୍ବ ଦିନ ରେ ଶଲୋମନ ରାଜାଙ୍କ ନିକଟରେ ଏକତ୍ରୀତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଏଥାନୀମ ନାମକ ସପ୍ତମ ମାସରେ ପର୍ବ ସମୟରେ ସମସ୍ତ ଇସ୍ରାଏଲ-ଲୋକ ଶଲୋମନ ରାଜାଙ୍କ ନିକଟରେ ଏକତ୍ର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସମସ୍ତ ପୁତ୍ରଗଣ ବର୍ଷର ସପ୍ତମ ମାସରେ ଏଥାନୀମ ନାମକ ଏକ ବିଶେଷ ପର୍ବ ଦିନରେ ଶଲୋମନ ରାଜାଙ୍କ ନିକଟରେ ଏକତ୍ରିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଏଥାନୀମ ନାମକ ସପ୍ତମ ମାସରେ ପର୍ବ ସମୟରେ ସମସ୍ତ ଇସ୍ରାଏଲ ଲୋକ ଶଲୋମନ ରାଜାଙ୍କ ନିକଟରେ ଏକତ୍ର ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଏଥାନୀମ ନାମକ ସପ୍ତମ ମାସରେ ପର୍ବ ସମୟରେ ସମସ୍ତ ଇସ୍ରାଏଲ ଲୋକ ଶଲୋମନ ରାଜାଙ୍କ ନିକଟରେ ଏକତ୍ର ହେଲେ।