1 Kings 8:20 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ସହେି ପ୍ରତିଜ୍ଞା ଆଜି ସଫଳ ହାଇେଛି, କାରଣ ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସା ରେ ମୁଁ ଆପଣା ପିତା ଦାଉଦଙ୍କର ପଦ ରେ ଇଶ୍ରାୟେଲର ସିଂହାସନ ରେ ଉପବିଷ୍ଟ ହଲିେ ଓ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ନାମର ସମ୍ମାନାର୍ଥେ ସହେି ମନ୍ଦିର ନିର୍ମାଣ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲି ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁଙ୍କର ସେହି ପ୍ରତିଜ୍ଞା ଆଜି ସଫଳ ହୋଇଛି, କାରଣ ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେଲି ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମର ସମ୍ମାନାର୍ଥେ ସେହି ମନ୍ଦିର ନିର୍ମାଣ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ, ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲି।
Odia IRV 2017 (ଓଡିଆ ବାଇବେଲ)