1 Kings 8:21 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଆମ୍ଭର ପୂର୍ବପୁରୁଷମାନଙ୍କୁ ମିଶର ଦେଶରୁ ବାହାର କରି ଆଣିବା ବେଳେ ସମାନଙ୍କେ ସହିତ ଯେଉଁ ନିଯମ କରିଥିଲେ ତାହା ଏହି ନିଯମ ସିନ୍ଦୁକ ମଧିଅରେ ଅଛି। ସହେି ନିଯମ ସିନ୍ଦୁକକୁ ରଖିବା ନିମନ୍ତେ ମୁଁ ଏକ ସ୍ଥାନ ସଦାପ୍ରଭୁଙ୍କ ଗୃହ ରେ ନିରୂପଣ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହାଙ୍କ ସେହି ନିୟମର ଆଧାର-ସିନ୍ଦୁକ ନିମନ୍ତେ ମୁଁ ତହିଁ ମଧ୍ୟରେ ଏକ ସ୍ଥାନ ନିରୂପଣ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆମ୍ଭର ପୂର୍ବପୁରୁଷମାନଙ୍କୁ ମିଶର ଦେଶରୁ ବାହାର କରି ଆଣିବା ବେଳେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ ତାହା ଏହି ନିୟମ-ସିନ୍ଦୁକ ମଧ୍ୟରେ ଅଛି। ସେହି ନିୟମ-ସିନ୍ଦୁକକୁ ରଖିବା ନିମନ୍ତେ ମୁଁ ଏକ ସ୍ଥାନ ସଦାପ୍ରଭୁଙ୍କ ଗୃହରେ ନିରୂପଣ କରିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହାଙ୍କ ସେହି ନିୟମର ଆଧାର-ସିନ୍ଦୁକ ନିମନ୍ତେ ମୁଁ ତହିଁ ମଧ୍ୟରେ ଏକ ସ୍ଥାନ ନିରୂପଣ କରିଅଛି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହାଙ୍କ ସେହି ନିୟମର ଆଧାର-ସିନ୍ଦୁକ ନିମନ୍ତେ ମୁଁ ତହିଁ ମଧ୍ୟରେ ଏକ ସ୍ଥାନ ନିରୂପଣ କରିଅଛି।