1 Kings 8:22 — Compare Translations

5 translations compared side by side

Odia - 1840
"ତା'ପରେ ଶଲୋମନ ସଦାପ୍ରଭୁଙ୍କ ୟଜ୍ଞବଦେୀ ସମ୍ମୁଖ ରେ ଛିଡା ହେଲେ ଓ ଇଶ୍ରାୟେଲର ସମଗ୍ର ସମାଜ ତାଙ୍କ ସମ୍ମୁଖ ରେ ଛିଡା ହେଲେ। ସେ ସ୍ବର୍ଗଆଡେ ଆପଣା ହସ୍ତ ବିସ୍ତାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶଲୋମନ ଇସ୍ରାଏଲର ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଠିଆ ହେଲେ ଓ ସ୍ଵର୍ଗଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶଲୋମନ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଛିଡ଼ା ହେଲେ ଓ ଇସ୍ରାଏଲର ସମଗ୍ର ସମାଜ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ। ସେ ସ୍ୱର୍ଗଆଡ଼େ ଆପଣା ହସ୍ତ ବିସ୍ତାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶଲୋମନ ଇସ୍ରାଏଲର ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଠିଆ ହେଲେ ଓ ସ୍ୱର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶଲୋମନ ଇସ୍ରାଏଲର ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଠିଆ ହେଲେ ଓ ସ୍ୱର୍ଗଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ;