1 Kings 8:24 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆପଣାର ସବେକ, ମାରେ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ। ଆଉ ତୁମ୍ଭେ ନିଜ ମୁଖ ରେ ଯାହା ପ୍ରତିଜ୍ଞା କରିଥିଲ, ଏହା ସତ୍ଯ କରିବା ପାଇଁ ତୁମ୍ଭେ ଆଜି ତୁମ୍ଭର ମହାନ ଶକ୍ତିବଳ ରେ ତାହା ପୂରଣ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଦାସ ମୋʼ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣାର ସେବକ, ମୋର ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ। ଆଉ ତୁମ୍ଭେ ନିଜ ମୁଖରେ ଯାହା ପ୍ରତିଜ୍ଞା କରିଥିଲ, ଏହା ସତ୍ୟ କରିବା ପାଇଁ ତୁମ୍ଭେ ଆଜି ତୁମ୍ଭର ମହାନ ଶକ୍ତିବଳରେ ତାହା ପୂରଣ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଦାସ ମୋʼ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି, ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଦାସ ମୋ’ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି, ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ।