1 Kings 8:26 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବର, ମୁଁ ବିନଯ କରୁଅଛି ମାେ ପିତା ଦାଉଦଙ୍କ ପ୍ରତି ଯେଉଁ ପ୍ରତିଜ୍ଞା କରିଅଛ ତାହା ଗ୍ଭଲୁରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ହେ ଇସ୍ରାଏଲର ପରମେଶ୍ଵର, ମୁଁ ବିନୟ କରୁଅଛି, ତୁମ୍ଭ ଦାସ ମୋʼ ପିତା ଦାଉଦଙ୍କ ପ୍ରତି ଯେଉଁ ବାକ୍ୟ କହିଅଛ, ତାହା ଦୃଢ଼ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି ମୋ’ ପିତା ଦାଉଦଙ୍କ ପ୍ରତି ଯେଉଁ ପ୍ରତିଜ୍ଞା କରିଅଛ ତାହା ଗ୍ଭଲୁରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ହେ ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭ ଦାସ ମୋʼ ପିତା ଦାଉଦଙ୍କ ପ୍ରତି ଯେଉଁ ବାକ୍ୟ କହିଅଛ, ତାହା ଦୃଢ଼ ହେଉ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ହେ ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭ ଦାସ ମୋ’ ପିତା ଦାଉଦଙ୍କ ପ୍ରତି ଯେଉଁ ବାକ୍ୟ କହିଅଛ, ତାହା ଦୃଢ଼ ହେଉ।