1 Kings 8:27 — Compare Translations

5 translations compared side by side

Odia - 1840
"କିନ୍ତୁ ହେ ପରମେଶ୍ବର, ତୁମ୍ଭେ କ'ଣ ଆମ୍ଭମାନଙ୍କ ସହିତ ଏହି ପୃଥିବୀ ରେ ବାସ କରିବାକୁ ଯାଉଛ? ଦୟାକରି ଦେଖ, ସମସ୍ତ ସ୍ବର୍ଗ ଓ ସ୍ବର୍ଗର ଉପରିସ୍ଥ ସ୍ବର୍ଗ ଯେତବେେଳେ ତୁମ୍ଭକୁ ଧାରଣ କରି ନ ପାରିବ, ତବେେ ମାେ ଦ୍ବାରା ନିର୍ମିତ ଏକ େଛାଟ ଗୃହ କ'ଣ ତୁମ୍ଭକୁ ଧାରଣ କରିପାରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପରମେଶ୍ଵର କʼଣ ପୃଥିବୀରେ ନିତା; ବାସ କରିବେ? ଦେଖ, ସ୍ଵର୍ଗ ଓ ସ୍ଵର୍ଗର (ଉପରିସ୍ଥ) ସ୍ଵର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋʼ ନିର୍ମିତ ଏହି ଗୃହ କʼଣ ପାରିବ?
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ହେ ପରମେଶ୍ୱର, ତୁମ୍ଭେ କ’ଣ ଆମ୍ଭମାନଙ୍କ ସହିତ ଏହି ପୃଥିବୀରେ ବାସ କରିବାକୁ ଯାଉଛ? ଦୟାକରି ଦେଖ, ସମସ୍ତ ସ୍ୱର୍ଗ ଓ ସ୍ୱର୍ଗର ଉପରିସ୍ଥ ସ୍ୱର୍ଗ ଯେତେବେଳେ ତୁମ୍ଭକୁ ଧାରଣ କରି ନ ପାରିବ, ତେବେ ମୋ’ ଦ୍ୱାରା ନିର୍ମିତ ଏକ ଛୋଟ ଗୃହ କ’ଣ ତୁମ୍ଭକୁ ଧାରଣ କରି ପାରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର, ପରମେଶ୍ୱର କʼଣ ପୃଥିବୀରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋʼ ନିର୍ମିତ ଏହି ଗୃହ କʼଣ ପାରିବ?
Odia IRV 2017 (ଓଡିଆ ବାଇବେଲ)
ମାତ୍ର, ପରମେଶ୍ୱର କ’ଣ ପୃଥିବୀରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋ’ ନିର୍ମିତ ଏହି ଗୃହ କ’ଣ ପାରିବ?