1 Kings 8:28 — Compare Translations

5 translations compared side by side

Odia - 1840
"ତଥାପି ହେ ସଦାପ୍ରଭୁ, ମାେ ପରମେଶ୍ବର, ତୁମ୍ଭ ଦାସ ଆଜି ତୁମ୍ଭ ନିକଟରେ କାକୂକ୍ତି କରି ନିବଦନେ କରୁଛି, ଯେ ହତେୁ, ମୁଁ ତୁମ୍ଭର ଦାସ, ତୁମ୍ଭେ ମାରେ ପ୍ରାର୍ଥନା ଓ ବିନତି ରେ ମନୋୟୋଗ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ତୁମ୍ଭ ଦାସ ଆଜି ତୁମ୍ଭ ନିକଟରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା-ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭ ଦାସ ଆଜି ତୁମ୍ଭ ନିକଟରେ କାକୂକ୍ତି କରି ନିବେଦନ କରୁଅଛି, ଯେହେତୁ, ମୁଁ ତୁମ୍ଭର ଦାସ, ତୁମ୍ଭେ ମୋର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି, ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭ ଦାସ ଆଜି ତୁମ୍ଭ ନିକଟରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;
Odia IRV 2017 (ଓଡିଆ ବାଇବେଲ)
ତଥାପି, ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭ ଦାସ ଆଜି ତୁମ୍ଭ ନିକଟରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;