1 Kings 8:29 — Compare Translations

5 translations compared side by side

Odia - 1840
"ଦୟାକରି ଏହି ମନ୍ଦିର ଉପରେ ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ। ଯାହାକି ତୁମ୍ଭେ କହିଥିଲ, ' ମାରେ ନାମ' ସଠାେରେ ସମ୍ମାନ୍ବିତ ହବେ। ଦୟାକରି ଶୁଣିବା ଲୋକକୁ କୃପା କର। ଯାହା ତୁମ୍ଭର ଦାସଗଣ କୃତଜ୍ଞଭାବରେ ଏହି ମନ୍ଦିର ରେ ତୁମ୍ଭଙ୍କୁ ପ୍ରାର୍ଥନା କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେଉଁ ସ୍ଥାନ ବିଷୟରେ ତୁମ୍ଭେ କହିଅଛ, ଏହିଠାରେ ଆମ୍ଭ ନାମ ରହିବ, ସେହି ସ୍ଥାନ, ଅର୍ଥାତ୍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ଦୟାକରି ଏହି ମନ୍ଦିର ଉପରେ ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ। ଯାହାକି ତୁମ୍ଭେ କହିଥିଲ, ‘ମୋର ନାମ ସେଠାରେ ସମ୍ମାନ୍ୱିତ ହେବ।’ ଦୟାକରି ଶୁଣିବା ଲୋକକୁ କୃପା କର। ଯାହା ତୁମ୍ଭର ଦାସଗଣ କୃତଜ୍ଞଭାବରେ ଏହି ମନ୍ଦିରରେ ତୁମ୍ଭଙ୍କୁ ପ୍ରାର୍ଥନା କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ସ୍ଥାନ ବିଷୟରେ ତୁମ୍ଭେ କହିଅଛ, ‘ଏହିଠାରେ ଆମ୍ଭ ନାମ ରହିବ,’ ସେହି ସ୍ଥାନ, ଅର୍ଥାତ୍‍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ସ୍ଥାନ ବିଷୟରେ ତୁମ୍ଭେ କହିଅଛ, ‘ଏହିଠାରେ ଆମ୍ଭ ନାମ ରହିବ,’ ସେହି ସ୍ଥାନ, ଅର୍ଥାତ୍‍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।