1 Kings 8:3 — Compare Translations
5 translations compared side by side
Odia - 1840
"ପୁଣି ଇଶ୍ରାୟେଲର ସମସ୍ତ ପ୍ରାଚୀନବର୍ଗ ଉପସ୍ଥିତ ହବୋପରେ ଯାଜକମାନେ ନିଯମ ସିନ୍ଦୁକ ଉଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲର ପ୍ରାଚୀନ ସମସ୍ତେ ଉପସ୍ଥିତ ହୁଅନ୍ତେ, ଯାଜକମାନେ ସିନ୍ଦୁକ ଉଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଉପସ୍ଥିତ ହେବାପରେ ଯାଜକମାନେ ଓ ଲେବୀୟମାନେ ନିୟମ-ସିନ୍ଦୁକକୁ ଉଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲର ପ୍ରାଚୀନ ସମସ୍ତେ ଉପସ୍ଥିତ ହୁଅନ୍ତେ, ଯାଜକମାନେ ସିନ୍ଦୁକ ଉଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲର ପ୍ରାଚୀନ ସମସ୍ତେ ଉପସ୍ଥିତ ହୁଅନ୍ତେ, ଯାଜକମାନେ ସିନ୍ଦୁକ ଉଠାଇଲେ।