1 Kings 8:30 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭର ଦାସ ଓ ଇଶ୍ରାୟେଲର ଲୋକେ ଏହି ସ୍ଥାନକୁ ଆସିବେ ଓ ବିନତି କରିବେ, ସମାନଙ୍କେର ପ୍ରାର୍ଥନା ମନୋୟୋଗ ପୂର୍ବକ ଶୁଣ। ଆମ୍ଭେ ଜାଣୁ ଆପଣଙ୍କ ନିବାସଭୂମି ସ୍ବର୍ଗ। ଆମ୍ଭେ ବିନତି କରୁଛୁ ସହେିଠା ରେ ଥାଇ ଆମ୍ଭ ପ୍ରାର୍ଥନା ଶୁଣ ଓ ଆମ୍ଭମାନଙ୍କୁ କ୍ଷମା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ଵର୍ଗରେ ଥାଇ ତାହା ଶୁଣ ଓ ଶୁଣି କ୍ଷମା କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭର ଦାସ ଓ ଇସ୍ରାଏଲର ଲୋକେ ଏହି ସ୍ଥାନକୁ ଆସିବେ ଓ ବିନତି କରିବେ, ସେମାନଙ୍କର ପ୍ରାର୍ଥନା ମନୋଯୋଗ ପୂର୍ବକ ଶୁଣ। ଆମ୍ଭେ ଜାଣୁ ଆପଣଙ୍କ ନିବାସଭୂମି ସ୍ୱର୍ଗ। ଆମ୍ଭେ ବିନତି କରୁଅଛୁ ସେହିଠାରେ ଥାଇ ଆମ୍ଭ ପ୍ରାର୍ଥନା ଶୁଣ ଓ ଆମ୍ଭମାନଙ୍କୁ କ୍ଷମା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଶୁଣି କ୍ଷମା କର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଶୁଣି କ୍ଷମା କର।