1 Kings 8:32 — Compare Translations

5 translations compared side by side

Odia - 1840
"ତବେେ ତୁମ୍ଭେ ସ୍ବର୍ଗ ରେ ଥାଇ ତାହା ଶୁଣ ନିଷ୍ପତ୍ତି କର। ଯଦି ସେ ଦୋଷ କରିଥାଏ ତବେେ ସେ ଦୋଷୀ ବୋଲି ପ୍ରମାଣିତ ହୁଏ, ସଇେ ଅନୁସାରେ ତାକୁ ଦଣ୍ତ ଦିଅ। ଯଦି ସେ ନିର୍ଦ୍ଦେଶ ତବେେ, ତା'ର ଧାର୍ମିକତା ଅନୁୟାଯୀ ତାକୁ ପୁରସ୍ତୁତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ସ୍ଵର୍ଗରେ ଥାଇ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମର ଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ତାହାକୁ ଦୋଷୀ କର; ପୁଣି ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ନିଷ୍ପତ୍ତି କର। ଯଦି ସେ ଦୋଷ କରିଥାଏ ତେବେ ସେ ଦୋଷୀ ବୋଲି ପ୍ରମାଣିତ ହୁଏ, ସେଇ ଅନୁସାରେ ତାକୁ ଦଣ୍ତ ଦିଅ। ଯଦି ସେ ନିର୍ଦ୍ଧୋଷ ତେବେ, ତା’ର ଧାର୍ମିକତା ଅନୁଯାୟୀ ତାକୁ ପୁରସ୍କୃତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମର ଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ତାହାକୁ ଦୋଷୀ କର; ପୁଣି, ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର।
Odia IRV 2017 (ଓଡିଆ ବାଇବେଲ)