1 Kings 8:33 — Compare Translations
5 translations compared side by side
Odia - 1840
"ସମୟ ସମୟରେ ଇଶ୍ରାୟେଲର ଲୋକମାନେ ତୁମ୍ଭ ବିରୁଦ୍ଧ ରେ ପାପ କରିବେ ଓ ସେଥିପାଇଁ ଶତୃଦ୍ବାରା ପରାସ୍ତ ହବେେ। ଯଦି ତୁମ୍ଭ ନିକଟକୁ ଫରେି ଆସି ତୁମ୍ଭ ନାମର ପ୍ରଶଂସା ଉତ୍ସର୍ଗିକୃତ ଭାବରେ କରନ୍ତି ଓ ଏହି ମନ୍ଦିର ରେ ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ସେମାନେ ତୁମ୍ଭ ପ୍ରତି ପୁନର୍ବାର ଫେରି ତୁମ୍ଭ ନାମ ସ୍ଵୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
“ସମୟ ସମୟରେ ଇସ୍ରାଏଲର ଲୋକମାନେ ତୁମ୍ଭ ବିରୁଦ୍ଧରେ ପାପ କରିବେ ଓ ସେଥିପାଇଁ ଶତ୍ରୁଦ୍ୱାରା ପରାସ୍ତ ହେବେ। ଯଦି ତୁମ୍ଭ ନିକଟକୁ ଫେରି ଆସି ତୁମ୍ଭ ନାମର ପ୍ରଶଂସା ଉତ୍ସର୍ଗିକୃତ ଭାବରେ କରନ୍ତି ଓ ଏହି ମନ୍ଦିରରେ ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ସେମାନେ ତୁମ୍ଭ ପ୍ରତି ପୁନର୍ବାର ଫେରି ତୁମ୍ଭ ନାମ ସ୍ୱୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ସେମାନେ ତୁମ୍ଭ ପ୍ରତି ପୁନର୍ବାର ଫେରି ତୁମ୍ଭ ନାମ ସ୍ୱୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି,