1 Kings 8:34 — Compare Translations

5 translations compared side by side

Odia - 1840
"ତବେେ ତୁମ୍ଭେ ସ୍ବର୍ଗ ରେ ଥାଇ ତାହା ଶୁଣ ଓ ଆପଣା ଇଶ୍ରାୟେଲ ଲୋକର ପାପସବୁ କ୍ଷମା କର ଓ ସମାନଙ୍କେର ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦଇେଅଛ, ସମାନଙ୍କେୁ ସଠାେକୁ ପୁନର୍ବାର ଫରୋଇ ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ସ୍ଵର୍ଗରେ ଥାଇ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର ଓ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଆପଣା ଇସ୍ରାଏଲ ଲୋକର ପାପସବୁ କ୍ଷମା କର ଓ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ସେମାନଙ୍କୁ ସେଠାକୁ ପୁନର୍ବାର ଫେରାଇ ଆଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର ଓ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ।
Odia IRV 2017 (ଓଡିଆ ବାଇବେଲ)
ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର ଓ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ।