1 Kings 8:35 — Compare Translations

5 translations compared side by side

Odia - 1840
"ସମୟ ସମୟରେ ସମାନେେ ତୁମ୍ଭ ବିରୁଦ୍ଧ ରେ ପାପ କରିବା ହତେୁ ସମାନଙ୍କେର ଭୂମିରେ ବୃଷ୍ଟିପାତ ବନ୍ଦ କରିବ। ତା'ପରେ ସମାନେେ ମନ୍ଦିର ରେ ପାର୍ଥନା କରିବେ ଓ ତୁମ୍ଭ ନାମର ପ୍ରଶଂସା କରିବେ। ସମାନେେ ସମାନଙ୍କେର ପାପ ସ୍ବୀକାର କରିବେ ଏବଂ ଏଥିରୁ ଫରେିଆସିବେ କାରଣ ତୁମ୍ଭେ ସମାନଙ୍କେୁ କଷ୍ଟ ଦଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ଵୀକାର କରି ଆପଣା ଆପଣା ପାପରୁ ଫେରନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
“ସମୟ ସମୟରେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ହେତୁ ସେମାନଙ୍କର ଭୂମିରେ ବୃଷ୍ଟିପାତ ବନ୍ଦ କରିବ। ତା’ପରେ ସେମାନେ ମନ୍ଦିରରେ ପ୍ରାର୍ଥନା କରିବେ ଓ ତୁମ୍ଭ ନାମର ପ୍ରଶଂସା କରିବେ। ସେମାନେ ସେମାନଙ୍କର ପାପ ସ୍ୱୀକାର କରିବେ ଏବଂ ଏଥିରୁ ଫେରି ଆସିବେ କାରଣ ତୁମ୍ଭେ ସେମାନଙ୍କୁ କଷ୍ଟ ଦେଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ, ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି,
Odia IRV 2017 (ଓଡିଆ ବାଇବେଲ)
ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇବୃଷ୍ଟି ନ ହୁଏ, ତେବେ, ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି,