1 Kings 8:36 — Compare Translations

5 translations compared side by side

Odia - 1840
"ତେଣୁ ତୁମ୍ଭେ ସ୍ବର୍ଗ ରେ ଥାଇ ତାହା ଶୁଣ ଓ ଆମ୍ଭମାନଙ୍କର ପାପ ପାଇଁ ଆମ୍ଭମାନଙ୍କୁ ଏବଂ ତୁମ୍ଭର ସବେକମାନଙ୍କୁ କ୍ଷମା କର। ତୁମ୍ଭେ ଠିକ୍ ଭାବରେ ଲୋକମାନଙ୍କୁ ଜୀବନ ଧାରଣ କରିବା ରେ ଶିକ୍ଷା ଦିଅ ଓ ତା'ପରେ ତୁମ୍ଭ ଦେଶ ରେ ଦୟାକରି ବୃଷ୍ଟି କରିବାକୁ କୃପା କର। ଯାହା ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ସ୍ଵର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କ ଗନ୍ତବ୍ୟ ସତ୍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି ତୁମ୍ଭ ଲୋକମାନଙ୍କର ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଆମ୍ଭମାନଙ୍କର ପାପ ପାଇଁ ଆମ୍ଭମାନଙ୍କୁ ଏବଂ ତୁମ୍ଭର ସେବକମାନଙ୍କୁ କ୍ଷମା କର। ତୁମ୍ଭେ ଠିକ୍ ଭାବରେ ଲୋକମାନଙ୍କୁ ଜୀବନ ଧାରଣ କରିବାରେ ଶିକ୍ଷା ଦିଅ ଓ ତା’ପରେ ତୁମ୍ଭ ଦେଶରେ ଦୟାକରି ବୃଷ୍ଟି କରିବାକୁ କୃପା କର। ଯାହା ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ଦେଇଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କ ଗନ୍ତବ୍ୟ ସତ୍‍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି, ତୁମ୍ଭ ଲୋକମାନଙ୍କର ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର।
Odia IRV 2017 (ଓଡିଆ ବାଇବେଲ)
ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କ ଗନ୍ତବ୍ୟ ସତ୍‍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି, ତୁମ୍ଭ ଲୋକମାନଙ୍କର ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର।