1 Kings 8:37 — Compare Translations

5 translations compared side by side

Odia - 1840
" ଯବେେ ଦେଶ ରେ ଦୁର୍ଭିକ୍ଷ ହୁଏ, ଯବେେ ମହାମାରୀ ହୁଏ, ଶସ୍ଯ ସବୁ ନଷ୍ଟ ହୁଏ, ପଙ୍ଗପାଳ ଓ କୀଟ ଦ୍ବାରା ନଷ୍ଟ ହୁଏ, ଶତୃମାନଙ୍କଦ୍ବାରା ନଗର ସମୂହ ଆକ୍ରମିତ ହାଇେ ଅବରୁଦ୍ଧ ହୁଏ ଓ ଯବେେ ତୁମ୍ଭର ଲୋକେ ରୋଗାକ୍ରାନ୍ତ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ଦେଶରେ ଦୁର୍ଭିକ୍ଷ ହୁଏ, ଯେବେ ମହାମାରୀ ହୁଏ, ଯେବେ ଶସ୍ୟର ଶୋଷ କି ମ୍ଳାନି, ପଙ୍ଗପାଳ ବା କୀଟ ହୁଏ; ଯେବେ ସେମାନଙ୍କ ଶତ୍ରୁ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରେ; କୌଣସି ମାରୀ ହୁଏ; କୌଣସି ରୋଗ ଘଟେ;
Odia Bible ERV 2004 (ପବିତ୍ର ବାଇବଲ)
“ଯେବେ ଦେଶରେ ଦୁର୍ଭିକ୍ଷ ହୁଏ, ଯେବେ ମହାମାରୀ ହୁଏ, ଶସ୍ୟ ସବୁ ନଷ୍ଟ ହୁଏ, ପଙ୍ଗପାଳ ଓ କୀଟ ଦ୍ୱାରା ନଷ୍ଟ ହୁଏ, ଶତ୍ରୁମାନଙ୍କଦ୍ୱାରା ନଗର ସମୂହ ଆକ୍ରମିତ ହୋଇ ଅବରୁଦ୍ଧ ହୁଏ ଓ ଯେବେ ତୁମ୍ଭର ଲୋକେ ରୋଗାକ୍ରାନ୍ତ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ଦେଶରେ ଦୁର୍ଭିକ୍ଷ ହୁଏ, ଯେବେ ମହାମାରୀ ହୁଏ, ଯେବେ ଶସ୍ୟର କ୍ଷୟ କି ମ୍ଳାନି, ପଙ୍ଗପାଳ ବା କୀଟ ହୁଏ; ଯେବେ ସେମାନଙ୍କ ଶତ୍ରୁ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରେ; କୌଣସି ମାରୀ ହୁଏ; କୌଣସି ରୋଗ ଘଟେ;
Odia IRV 2017 (ଓଡିଆ ବାଇବେଲ)
ଯେବେ ଦେଶରେ ଦୁର୍ଭିକ୍ଷ ହୁଏ, ଯେବେ ମହାମାରୀ ହୁଏ, ଯେବେ ଶସ୍ୟର କ୍ଷୟ କି ମ୍ଳାନି, ପଙ୍ଗପାଳ ବା କୀଟ ହୁଏ; ଯେବେ ସେମାନଙ୍କ ଶତ୍ରୁ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରେ; କୌଣସି ମାରୀ ହୁଏ; କୌଣସି ରୋଗ ଘଟେ;