1 Kings 8:38 — Compare Translations
5 translations compared side by side
Odia - 1840
"ଯେତବେେଳେ ଏହା ଭିତରୁ କୌଣସି ଘଟଣା ଘଟେ ଏବଂ ଇଶ୍ରାୟେଲୀୟ ତୁମ୍ଭର ଯେ କୌଣସି ଲୋକ ତା'ର ନିଜର ପାପ ପାଇଁ ଦୁଃଖ କରେ ଏବଂ ସମାନଙ୍କେର ହାତ ଏହି ମନ୍ଦିର ଆଡକୁ ବଢଇେ ତୁମ୍ଭକୁ ପାର୍ଥନା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆପଣା ଆପଣା ମନଃପୀଡ଼ା ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଏହା ଭିତରୁ କୌଣସି ଘଟଣା ଘଟେ ଏବଂ ଇସ୍ରାଏଲୀୟ ତୁମ୍ଭର ଯେକୌଣସି ଲୋକ ତା’ର ନିଜର ପାପ ପାଇଁ ଦୁଃଖ କରେ ଏବଂ ସେମାନଙ୍କର ହାତ ଏହି ମନ୍ଦିର ଆଡ଼କୁ ବଢ଼େଇ ତୁମ୍ଭକୁ ପ୍ରାର୍ଥନା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ, ଆପଣା ଆପଣା ମନଃପୀଡ଼ା ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ;
Odia IRV 2017 (ଓଡିଆ ବାଇବେଲ)
ତେବେ, ଆପଣା ଆପଣା ମନଃପୀଡ଼ା ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ;