1 Kings 8:39 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣାର ବାସସ୍ଥାନ ସ୍ବର୍ଗ ରେ ଥାଇ ସମାନଙ୍କେର ପାର୍ଥନା ଶୁଣ ଓ ସମାନଙ୍କେୁ କ୍ଷମା କର ଏବଂ ସାହାୟ୍ଯ କର। କବଳେ ତୁମ୍ଭେ ଜାଣ ଲୋକମାନେ କଣ ଚିନ୍ତା କରୁଛନ୍ତି। ତେଣୁ ସଇେ ଅନୁସାରେ ପ୍ରେତ୍ୟକକ ବ୍ଯକ୍ତିର ବିଗ୍ଭର କର ଏବଂ ତୁମ୍ଭ ବିଗ୍ଭର ରେ ସାଧୁତା ଦଖାେଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ଵର୍ଗରେ ଥାଇ ଶ୍ରବଣ କରି କ୍ଷମା କର ଓ ସିଦ୍ଧ କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ; କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ସମୁଦାୟ ମନୁଷ୍ୟ-ସନ୍ତାନର ଅନ୍ତଃକରଣ ଜାଣୁଅଛ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣାର ବାସସ୍ଥାନ ସ୍ୱର୍ଗରେ ଥାଇ ସେମାନଙ୍କର ପ୍ରାର୍ଥନା ଶୁଣ ଓ ସେମାନଙ୍କୁ କ୍ଷମା କର ଏବଂ ସାହାଯ୍ୟ କର। କେବଳ ତୁମ୍ଭେ ଜାଣ ଲୋକମାନେ କ’ଣ ଚିନ୍ତା କରୁଛନ୍ତି। ତେଣୁ ସେଇ ଅନୁସାରେ ପ୍ରତ୍ୟେକ ବ୍ୟକ୍ତିର ବିଗ୍ଭର କର ଏବଂ ତୁମ୍ଭ ବିଗ୍ଭରରେ ସାଧୁତା ଦେଖାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ଶ୍ରବଣ କରି କ୍ଷମା କର ଓ ସିଦ୍ଧ କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ; କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ସମୁଦାୟ ମନୁଷ୍ୟ-ସନ୍ତାନର ଅନ୍ତଃକରଣ ଜାଣୁଅଛ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ଶ୍ରବଣ କରି କ୍ଷମା କର ଓ ସିଦ୍ଧ କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ; କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ସମୁଦାୟ ମନୁଷ୍ୟ-ସନ୍ତାନର ଅନ୍ତଃକରଣ ଜାଣୁଅଛ;