1 Kings 8:4 — Compare Translations
5 translations compared side by side
Odia - 1840
"ସମାନେେ ସଦାପ୍ରଭୁଙ୍କ ୟୁକ୍ତି ପବିତ୍ର ସିନ୍ଦୁକ ସହିତ ସମାଗମ ତମ୍ବୁ ଏବଂ ସମସ୍ତ ପବିତ୍ର ପାତ୍ରଗୁଡିକ ଏବଂ ତାଟିଆଗୁଡିକ ସମାଗମ ତମ୍ବୁ ଭିତରକୁ ବହନ କରି ନେଲେ। ଏହିସବୁ ବହିଆଣିବା ରେ ଯାଜକମାନଙ୍କୁ ଲବେୀୟମାନେ ସାହାୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସମାଗମ-ତମ୍ଵୁ ଓ ତମ୍ଵୁରେ ଥିବା ସମସ୍ତ ପବିତ୍ର ପାତ୍ର ଆଣିଲେ; ଯାଜକ ଓ ଲେବୀୟମାନେ ଏହିସବୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସଦାପ୍ରଭୁଙ୍କ ଯୁକ୍ତି ପବିତ୍ର ସିନ୍ଦୁକ ସହିତ ସମାଗମ-ତମ୍ବୁ ଏବଂ ସମସ୍ତ ପବିତ୍ର ପାତ୍ରଗୁଡ଼ିକ ଏବଂ ତାଟିଆଗୁଡ଼ିକ ସମାଗମ-ତମ୍ବୁ ଭିତରକୁ ବହନ କରି ନେଲେ। ଏହିସବୁ ବହିଆଣିବାରେ ଯାଜକମାନଙ୍କୁ ଲେବୀୟମାନେ ସାହାଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁରେ ଥିବା ସମସ୍ତ ପବିତ୍ର ପାତ୍ର ଆଣିଲେ; ଯାଜକ ଓ ଲେବୀୟମାନେ ଏହିସବୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁରେ ଥିବା ସମସ୍ତ ପବିତ୍ର ପାତ୍ର ଆଣିଲେ; ଯାଜକ ଓ ଲେବୀୟମାନେ ଏହିସବୁ ଆଣିଲେ।