1 Kings 8:40 — Compare Translations
5 translations compared side by side
Odia - 1840
"ତାହା କର ତା ହେଲେ ଲୋକମାନେ ସର୍ବଦା ତୁମ୍ଭକୁ ଭୟ କରିବେ ଓ ଭକ୍ତି କରିବେ ଯେଉଁ ଭୂମିରେ ସମାନେେ ବାସ କରୁଛନ୍ତି, ଯେଉଁ ଭୂମିକୁ ତୁମ୍ଭେ ସମାନଙ୍କେ ପୂର୍ବପୁରୁଷଙ୍କୁ ଦଇେଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷ-ମାନଙ୍କୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ସେମାନେ ତୁମ୍ଭଙ୍କୁ ଭୟ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତାହା କର ତାହାହେଲେ ଲୋକମାନେ ସର୍ବଦା ତୁମ୍ଭକୁ ଭୟ କରିବେ ଓ ଭକ୍ତି କରିବେ ଯେଉଁ ଭୂମିରେ ସେମାନେ ବାସ କରୁଛନ୍ତି, ଯେଉଁ ଭୂମିକୁ ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଙ୍କୁ ଦେଇଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ସେମାନେ ତୁମ୍ଭଙ୍କୁ ଭୟ କରିବେ।
Odia IRV 2017 (ଓଡିଆ ବାଇବେଲ)
ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ସେମାନେ ତୁମ୍ଭଙ୍କୁ ଭୟ କରିବେ।