1 Kings 8:41 — Compare Translations

5 translations compared side by side

Odia - 1840
"କବଳେ ଇଶ୍ରାୟେଲ ଲୋକେ ନୁହଁନ୍ତି, ଦୂର ଦେଶର ଲୋକମାନେ ତୁମ୍ଭର ମହିମା ଓ ଗୌରବ ବିଷଯ ରେ ଶୁଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଯେ ତୁମ୍ଭର ଇସ୍ରାଏଲ-ଲୋକର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭ ନାମ ସକାଶୁ ଦୂର ଦେଶରୁ ଆସେ;
Odia Bible ERV 2004 (ପବିତ୍ର ବାଇବଲ)
“କେବଳ ଇସ୍ରାଏଲର ଲୋକେ ନୁହନ୍ତି, ଦୂର ଦେଶର ଲୋକମାନେ ତୁମ୍ଭର ମହିମା ଓ ଗୌରବ ବିଷୟରେ ଶୁଣିବେ। ସେମାନେ ଏହି ମନ୍ଦିରକୁ ବହୁ ଦୂରରୁ ଆସିବେ ଓ ପ୍ରାର୍ଥନା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଯେ ତୁମ୍ଭର ଇସ୍ରାଏଲ ଲୋକଙ୍କର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭ ନାମ ସକାଶୁ ଦୂର ଦେଶରୁ ଆସେ;
Odia IRV 2017 (ଓଡିଆ ବାଇବେଲ)
ଆହୁରି ଯେ ତୁମ୍ଭର ଇସ୍ରାଏଲ-ଲୋକଙ୍କର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭ ନାମ ସକାଶୁ ଦୂର ଦେଶରୁ ଆସେ;