1 Kings 8:42 — Compare Translations
4 translations compared side by side
Odia - 1840
"ସମାନେେ ଏହି ମନ୍ଦିରକୁ ବହୁ ଦୂରରୁ ଆସିବେ ଓ ପ୍ରାର୍ଥନା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବିଦେଶୀମାନେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁର କଥା ଅବଶ୍ୟ ଶୁଣିବେ; ଏପରି ଲୋକ ଆସି ଯେବେ ଏହି ଗୃହ ଆଡ଼େ ପ୍ରାର୍ଥନା କରେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ବିଦେଶୀମାନେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁର କଥା ଅବଶ୍ୟ ଶୁଣିବେ; ଏପରି ଲୋକ ଆସି ଯେବେ ଏହି ଗୃହ ଆଡ଼େ ପ୍ରାର୍ଥନା କରେ,
Odia IRV 2017 (ଓଡିଆ ବାଇବେଲ)
କାରଣ, ବିଦେଶୀମାନେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁର କଥା ଅବଶ୍ୟ ଶୁଣିବେ; ଏପରି ଲୋକ ଆସି ଯେବେ ଏହି ଗୃହ ଆଡ଼େ ପ୍ରାର୍ଥନା କରେ,