1 Kings 8:43 — Compare Translations

5 translations compared side by side

Odia - 1840
"ତୁମ୍ଭେ ତୁମ୍ଭର ନିବାସଭୂମି ସ୍ବର୍ଗ ରେ ଥାଇ ସମାନଙ୍କେର ପ୍ରାର୍ଥନା ଶୁଣ; ସହେି ବିଦେଶୀ ଲୋକମାନଙ୍କର ପ୍ରାର୍ଥନା ଅନୁସାରେ ସମାନଙ୍କେୁ ଫଳ ଦିଅ; ତାହାହେଲେ ସମାନେେ ଇଶ୍ରାୟେଲ ଲୋକପରି ତୁମ୍ଭକୁ ଭୟ ଓ ଭକ୍ତି କରିବେ। ଆଉ ମଧ୍ଯ ସବୁ ସ୍ଥାନ ରେ ସବୁଲୋକ ତୁମ୍ଭର ସମ୍ମାନ ଉଦ୍ଦେଶ୍ଯ ରେ ମୁଁ ଏହି ମନ୍ଦିର ନିର୍ମାଣ କରିଛି ବୋଲି ଜାଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ଵର୍ଗରେ ଥାଇ ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ-ଲୋକ ତୁଲ୍ୟ ତୁମ୍ଭକୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତୁମ୍ଭର ନିବାସଭୂମି ସ୍ୱର୍ଗରେ ଥାଇ ସେମାନଙ୍କର ପ୍ରାର୍ଥନା ଶୁଣ; ସେହି ବିଦେଶୀ ଲୋକମାନଙ୍କର ପ୍ରାର୍ଥନା ଅନୁସାରେ ସେମାନଙ୍କୁ ଫଳ ଦିଅ; ତାହାହେଲେ ସେମାନେ ଇସ୍ରାଏଲ ଲୋକପରି ତୁମ୍ଭକୁ ଭୟ ଓ ଭକ୍ତି କରିବେ। ଆଉ ମଧ୍ୟ ସବୁ ସ୍ଥାନରେ ସବୁଲୋକ ତୁମ୍ଭର ସମ୍ମାନ ଉଦ୍ଦେଶ୍ୟରେ ମୁଁ ଏହି ମନ୍ଦିର ନିର୍ମାଣ କରିଛି ବୋଲି ଜାଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ, ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭକୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।
Odia IRV 2017 (ଓଡିଆ ବାଇବେଲ)
ତେବେ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭକୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।