1 Kings 8:45 — Compare Translations
5 translations compared side by side
Odia - 1840
"ସେତବେେଳେ ତୁମ୍ଭେ ତୁମ୍ଭ ନିବାସଭୂମି ସ୍ବର୍ଗ ରେ ଥାଇ ସମାନଙ୍କେର ପ୍ରାର୍ଥନା ଶୁଣ ଓ ସମାନଙ୍କେୁ ଫଳ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ସ୍ଵର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କ ବିଚାର-ନିଷ୍ପତ୍ତି କର ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ତୁମ୍ଭେ ତୁମ୍ଭ ନିବାସଭୂମି ସ୍ୱର୍ଗରେ ଥାଇ ସେମାନଙ୍କର ପ୍ରାର୍ଥନା ଶୁଣ ଓ ସେମାନଙ୍କୁ ଫଳ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କ ବିଚାର ନିଷ୍ପତ୍ତି କର।
Odia IRV 2017 (ଓଡିଆ ବାଇବେଲ)
ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କ ବିଚାର-ନିଷ୍ପତ୍ତି କର।