1 Kings 8:46 — Compare Translations

5 translations compared side by side

Odia - 1840
"ତୁମ୍ଭର ଲୋକମାନେ ସମୟ ସମୟରେ ତୁମ୍ଭ ବିରୁଦ୍ଧ ରେ ପାପ କରିବେ। ମୁଁ ଏହା ଜାଣେ କାରଣ ପ୍ରେତ୍ୟକକ ଲୋକ ପାପ କରନ୍ତି। ତୁମ୍ଭେ ସମାନଙ୍କେ ଉପରେ କୋରଧାନ୍ବିତ ହବେ ଓ ସମାନଙ୍କେୁ ଶତୃମାନଙ୍କ ଦ୍ବାରା ପରାଜିତ କରାଇବ। ସମାନଙ୍କେର ଶତୃ ସମାନଙ୍କେୁ ବନ୍ଦୀକରି ଦୂର ଦେଶକୁ ନଇେଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲେ ଯେବେ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ଅବା ନିକଟସ୍ଥ ଶତ୍ରୁଦେଶକୁ ନେଇ ଯାʼନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭର ଲୋକମାନେ ସମୟ ସମୟରେ ତୁମ୍ଭ ବିରୁଦ୍ଧରେ ପାପ କରିବେ। ମୁଁ ଏହା ଜାଣେ କାରଣ ପ୍ରତ୍ୟେକ ଲୋକ ପାପ କରନ୍ତି। ତୁମ୍ଭେ ସେମାନଙ୍କ ଉପରେ କ୍ରୋଧାନ୍ୱିତ ହେବ ଓ ସେମାନଙ୍କୁ ଶତ୍ରୁମାନଙ୍କ ଦ୍ୱାରା ପରାଜିତ କରାଇବ। ସେମାନଙ୍କର ଶତ୍ରୁ ସେମାନଙ୍କୁ ବନ୍ଦୀକରି ଦୂର ଦେଶକୁ ନେଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ଯେ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲେ ଯେବେ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ଅବା ନିକଟସ୍ଥ ଶତ୍ରୁ ଦେଶକୁ ନେଇଯାʼନ୍ତି;
Odia IRV 2017 (ଓଡିଆ ବାଇବେଲ)
ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ଯେ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲେ ଯେବେ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ଅବା ନିକଟସ୍ଥ ଶତ୍ରୁଦେଶକୁ ନେଇ ଯା’ନ୍ତି;