1 Kings 8:47 — Compare Translations

5 translations compared side by side

Odia - 1840
"ସହେି ଦୂର ଦେଶ ରେ ବନ୍ଦୀରୂପେ ଥିବା ବେଳେ, ଯଦି ସମାନେେ ସମାନଙ୍କେର କୁକର୍ମ ପାଇଁ ସଠାେରେ ଅନୁତାପ କରନ୍ତି ଏବଂ ସ୍ବୀକାର କରନ୍ତି, 'ଆମ୍ଭେ ପାପ କଲୁ, ବିପଥଗାମୀ ହେଲୁ ଓ ଦୁଷ୍ଟ ହେଲୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ଅନୁତାପ କରନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ଆମ୍ଭେମାନେ ପାପ କଲୁ ଓ ବିପଥଗାମୀ ହେଲୁ ଓ ଦୁଷ୍ଟପଣ କଲୁ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୂର ଦେଶରେ ବନ୍ଦୀରୂପେ ଥିବା ବେଳେ, ଯଦି ସେମାନେ ସେମାନଙ୍କର କୁକର୍ମ ପାଇଁ ସେଠାରେ ଅନୁତାପ କରନ୍ତି ଏବଂ ସ୍ୱୀକାର କରନ୍ତି, ‘ଆମ୍ଭେ ପାପ କଲୁ, ବିପଥଗାମୀ ହେଲୁ ଓ ଦୁଷ୍ଟ ହେଲୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ଅନୁତାପ କରନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ‘ଆମ୍ଭେମାନେ ପାପ କଲୁ ଓ ବିପଥଗାମୀ ହେଲୁ ଓ ଦୁଷ୍ଟପଣ କଲୁ;’
Odia IRV 2017 (ଓଡିଆ ବାଇବେଲ)