1 Kings 8:49 — Compare Translations

5 translations compared side by side

Odia - 1840
"ତବେେ ତୁମ୍ଭେ ସ୍ବର୍ଗ ରେ ଥାଇ ସମାନଙ୍କେର ପ୍ରାର୍ଥନା ଓ ବିନତି ଶୁଣ ଓ ସମାନଙ୍କେୁ ସମର୍ଥନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ଵର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣ ଓ ସେମାନଙ୍କ ବିଚାର-ନିଷ୍ପତ୍ତି କର;
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତୁମ୍ଭେ ସ୍ୱର୍ଗରେ ଥାଇ ସେମାନଙ୍କର ପ୍ରାର୍ଥନା ଓ ବିନତି ଶୁଣ ଓ ସେମାନଙ୍କୁ ସମର୍ଥନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣ ଓ ସେମାନଙ୍କ ବିଚାର ନିଷ୍ପତ୍ତି କର;
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣ ଓ ସେମାନଙ୍କ ବିଚାର ନିଷ୍ପତ୍ତି କର;