1 Kings 8:5 — Compare Translations
5 translations compared side by side
Odia - 1840
"ରାଜା ଶଲୋମନ ଓ ଇଶ୍ରାୟେଲର ସମସ୍ତ ଲୋକେ ନିଯମ ସିନ୍ଦୁକ ସମ୍ମୁଖ ରେ ଏକତ୍ରୀତ ହେଲେ ଓ ଅନକେ ଗାଈ ଓ ମଷେ, ବଳିଦାନ କଲେ। ସମାନଙ୍କେର ସଂଖ୍ଯା ଅଗଣନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ଶଲୋମନ ଓ ତାଙ୍କ ସହିତ ତାଙ୍କ ନିକଟରେ ଏକତ୍ରିତ ସମଗ୍ର ଇସ୍ରାଏଲ ମଣ୍ତଳୀ ସିନ୍ଦୁକ ସମ୍ମୁଖରେ ମେଷ ଓ ଗୋରୁ ବଳିଦାନ କଲେ, ତାହା ବାହୁଲ୍ୟ ହେତୁ ଅସଂଖ୍ୟ ଓ ଅପରିମେୟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଶଲୋମନ ଓ ଇସ୍ରାଏଲର ସମସ୍ତ ଲୋକେ ନିୟମ-ସିନ୍ଦୁକ ସମ୍ମୁଖରେ ଏକତ୍ରିତ ହେଲେ ଓ ଅନେକ ଗାଈ ଓ ମେଷ, ବଳିଦାନ କଲେ। ସେମାନଙ୍କର ସଂଖ୍ୟା ଅଗଣନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ଶଲୋମନ ଓ ତାଙ୍କ ସହିତ ତାଙ୍କ ନିକଟରେ ଏକତ୍ରିତ ସମଗ୍ର ଇସ୍ରାଏଲ-ମଣ୍ଡଳୀ ସିନ୍ଦୁକ ସମ୍ମୁଖରେ ମେଷ ଓ ଗୋରୁ ବଳିଦାନ କଲେ, ତାହା ବାହୁଲ୍ୟ ହେତୁ ଅସଂଖ୍ୟ ଓ ଅପରିମେୟ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାଜା ଶଲୋମନ ଓ ତାଙ୍କ ସହିତ ତାଙ୍କ ନିକଟରେ ଏକତ୍ରିତ ସମଗ୍ର ଇସ୍ରାଏଲ ମଣ୍ଡଳୀ ସିନ୍ଦୁକ ସମ୍ମୁଖରେ ମେଷ ଓ ଗୋରୁ ବଳିଦାନ କଲେ, ତାହା ବାହୁଲ୍ୟ ହେତୁ ଅସଂଖ୍ୟ ଓ ଅପରିମେୟ ଥିଲା।