1 Kings 8:50 — Compare Translations

5 translations compared side by side

Odia - 1840
"ତୁମ୍ଭ ବିରୁଦ୍ଧ ରେ ପାପ କରିଥିବା ତୁମ୍ଭର ସହେି ଲୋକମାନଙ୍କୁ ଓ ତୁମ୍ଭଠାରୁ ବିମୁଖ ହାଇେଥିବା ସହେି ଲୋକମାନଙ୍କୁ କ୍ଷମା କର। ସମାନଙ୍କେର ଶତୃମାନଙ୍କୁ ସମାନଙ୍କେ ପ୍ରତି ଦୟାଳୁ ହବୋକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭ ବିରୁଦ୍ଧରେ ପାପକାରୀ ଆପଣା ଲୋକମାନଙ୍କୁ ଓ ତୁମ୍ଭ ବିରୁଦ୍ଧରେ କୃତ ସେମାନଙ୍କର ସମସ୍ତ ଅଧର୍ମ କ୍ଷମା କର; ପୁଣି ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନେ ଯେପରି ଦୟା କରିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟିରେ ସେମାନଙ୍କୁ ଦୟାପାତ୍ର କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ବିରୁଦ୍ଧରେ ପାପ କରିଥିବା ତୁମ୍ଭର ସେହି ଲୋକମାନଙ୍କୁ ଓ ତୁମ୍ଭଠାରୁ ବିମୁଖ ହୋଇଥିବା ସେହି ଲୋକମାନଙ୍କୁ କ୍ଷମା କର। ସେମାନଙ୍କର ଶତ୍ରୁମାନଙ୍କୁ ସେମାନଙ୍କ ପ୍ରତି ଦୟାଳୁ ହେବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭ ବିରୁଦ୍ଧରେ ପାପକାରୀ ଆପଣା ଲୋକମାନଙ୍କୁ ଓ ତୁମ୍ଭ ବିରୁଦ୍ଧରେ କୃତ ସେମାନଙ୍କର ସମସ୍ତ ଅଧର୍ମ କ୍ଷମା କର; ପୁଣି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନେ ଯେପରି ଦୟା କରିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟିରେ ସେମାନଙ୍କୁ ଦୟାପାତ୍ର କର।
Odia IRV 2017 (ଓଡିଆ ବାଇବେଲ)