1 Kings 8:51 — Compare Translations

5 translations compared side by side

Odia - 1840
"ମନରେଖ ଯେ, ସମାନେେ ତୁମ୍ଭର ଲୋକ ଓ ତୁମ୍ଭେ ସମାନଙ୍କେୁ ମିଶରରୁ ବାହାର କରି ଆଣିଛ। ଏହା ଏପରି ସଦୃଶ୍ଯ ଯେ, ତୁମ୍ଭେ ସମାନଙ୍କେୁ ଗରମ ଚୁଲ୍ଲୀରୁ ଟାଣି ଆଣି ରକ୍ଷା କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ମିସରରୁ, ଲୌହ-ଅଗ୍ନିକୁଣ୍ତ ମଧ୍ୟରୁ ଆଣିଅଛ;
Odia Bible ERV 2004 (ପବିତ୍ର ବାଇବଲ)
ମନେରଖ ଯେ, ସେମାନେ ତୁମ୍ଭର ଲୋକ ଓ ତୁମ୍ଭେ ସେମାନଙ୍କୁ ମିଶରରୁ ବାହାର କରି ଆଣିଅଛ। ଏହା ଏପରି ସଦୃଶ୍ୟ ଯେ, ତୁମ୍ଭେ ସେମାନଙ୍କୁ ଗରମ ଚୁଲ୍ଲୀରୁ ଟାଣି ଆଣି ରକ୍ଷା କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ସେମାନେ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ମିସରରୁ, ଲୌହ-ଅଗ୍ନିକୁଣ୍ଡ ମଧ୍ୟରୁ ଆଣିଅଛ;
Odia IRV 2017 (ଓଡିଆ ବାଇବେଲ)
କାରଣ, ସେମାନେ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ମିସରରୁ, ଲୌହ-ଅଗ୍ନିକୁଣ୍ଡ ମଧ୍ୟରୁ ଆଣିଅଛ;