1 Kings 8:53 — Compare Translations
5 translations compared side by side
Odia - 1840
"କାରଣ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିଶରରୁ ବାହାର କରି ଆଣିବା ସମୟରେ ଆପଣା ଦାସ ମାଶାଙ୍କେୁ କହିଥିଲ ଯେ, ଏହି ଲୋକମାନେ ତୁମ୍ଭର ବିଶଷେ ଲୋକ ବୋଲି ତୁମ୍ଭ ଅନ୍ୟ ସମସ୍ତ ଦେଶଠାରୁ ପୃଥକ୍ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସରରୁ ବାହାର କରି ଆଣିବା ସମୟରେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେପରି କହିଥିଲ, ତଦନୁସାରେ ତୁମ୍ଭେ ସେମାନଙ୍କୁ ଆପଣା ଅଧିକାର ଦେବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ମଧ୍ୟରୁ ପୃଥକ୍ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିଶରରୁ ବାହାର କରି ଆଣିବା ସମୟରେ ଆପଣା ଦାସ ମୋଶାଙ୍କୁ କହିଥିଲ ଯେ, ଏହି ଲୋକମାନେ ତୁମ୍ଭର ବିଶେଷ ଲୋକ ବୋଲି ତୁମ୍ଭେ ଅନ୍ୟ ସମସ୍ତ ଦେଶଠାରୁ ପୃଥକ କରିଅଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସରରୁ ବାହାର କରି ଆଣିବା ସମୟରେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେପରି କହିଥିଲ, ତଦନୁସାରେ ତୁମ୍ଭେ ସେମାନଙ୍କୁ ଆପଣା ଅଧିକାର ଦେବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ମଧ୍ୟରୁ ପୃଥକ କରିଅଛ।”
Odia IRV 2017 (ଓଡିଆ ବାଇବେଲ)
କାରଣ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସରରୁ ବାହାର କରି ଆଣିବା ସମୟରେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେପରି କହିଥିଲ, ତଦନୁସାରେ ତୁମ୍ଭେ ସେମାନଙ୍କୁ ଆପଣା ଅଧିକାର ଦେବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ମଧ୍ୟରୁ ପୃଥକ୍ କରିଅଛ।”