1 Kings 8:54 — Compare Translations

5 translations compared side by side

Odia - 1840
"ଏହି ପ୍ରାର୍ଥନା କଲା ବେଳେ ରାଜା ଶଲୋମନ ୟଜ୍ଞବଦେୀ ସମ୍ମୁଖ ରେ ଆଣ୍ଠୁମାଡି ଓ ସ୍ବର୍ଗଆଡେ ହସ୍ତ ପ୍ରସାରଣ କଲେ। ତା'ପରେ ସେ ଛିଡା ହେଲେ ଓ ପ୍ରାର୍ଥନା ସମାପ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶଲୋମନ ସଦାପ୍ରଭୁଙ୍କ ନିକଟରେ ଏହିସବୁ ପ୍ରାର୍ଥନା ଓ ବିନତି-ନିବେଦନ କରିବାର ସମାପ୍ତ କରନ୍ତେ, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଜାନୁପାତରୁ ଓ ସ୍ଵର୍ଗ ଆଡ଼େ ହସ୍ତ-ବିସ୍ତାରକରଣରୁ ଉଠିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପ୍ରାର୍ଥନା କଲାବେଳେ ରାଜା ଶଲୋମନ ଯଜ୍ଞବେଦି ସମ୍ମୁଖରେ ଆଣ୍ଠୁମାଡ଼ି ଓ ସ୍ୱର୍ଗଆଡ଼େ ହସ୍ତ ପ୍ରସାରଣ କଲେ। ତା’ପରେ ସେ ଛିଡ଼ା ହେଲେ ଓ ପ୍ରାର୍ଥନା ସମାପ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନିକଟରେ ଏହିସବୁ ପ୍ରାର୍ଥନା ଓ ବିନତି-ନିବେଦନ କରିବାର ସମାପ୍ତ କରନ୍ତେ, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଜାନୁପାତରୁ ଓ ସ୍ୱର୍ଗ ଆଡ଼େ ହସ୍ତ-ବିସ୍ତାରକରଣରୁ ଉଠିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନିକଟରେ ଏହିସବୁ ପ୍ରାର୍ଥନା ଓ ବିନତି-ନିବେଦନ କରିବାର ସମାପ୍ତ କରନ୍ତେ, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଜାନୁପାତରୁ ଓ ସ୍ୱର୍ଗ ଆଡ଼େ ହସ୍ତ-ବିସ୍ତାରକରଣରୁ ଉଠିଲେ।