1 Kings 8:55 — Compare Translations
5 translations compared side by side
Odia - 1840
"ତତ୍ପରେ ସେ ଉଚ୍ଚ ସ୍ବର ରେ ପରମେଶ୍ବରଙ୍କୁ ସମସ୍ତ ଇଶ୍ରାୟେଲ ଲୋକଙ୍କୁ ଆଶୀର୍ବାଦ କରିବାକୁ ପ୍ରାର୍ଥନା କରି ଏହା କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଠିଆ ହୋଇ ଉଚ୍ଚସ୍ଵରରେ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କରି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ତତ୍ପରେ ସେ ଉଚ୍ଚ ସ୍ୱରରେ ପରମେଶ୍ୱରଙ୍କୁ ସମସ୍ତ ଇସ୍ରାଏଲ ଲୋକଙ୍କୁ ଆଶୀର୍ବାଦ କରିବାକୁ ପ୍ରାର୍ଥନା କରି ଏହା କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଠିଆ ହୋଇ ଉଚ୍ଚସ୍ୱରରେ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କରି କହିଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଠିଆ ହୋଇ ଉଚ୍ଚସ୍ୱରରେ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କରି କହିଲେ,