1 Kings 8:56 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ୟିଏ ଆପଣାର ପ୍ରତିଜ୍ଞାନୁସା ରେ ଇଶ୍ରାୟେଲକୁ ସମସ୍ତ ଲୋକମାନଙ୍କୁ ବିଶ୍ରାମ ଦଇେଅଛନ୍ତି, ସେ ପ୍ରଶଂସିତ ହୁଅନ୍ତୁ; ସେ ମାଶାଙ୍କେୁ ଯେଉଁ ପ୍ରତିଜ୍ଞା କରିଥିଲେ, ସହେି ସମସ୍ତ ଉତ୍ତମ ପ୍ରତିଜ୍ଞାଗୁଡିକର ଗୋଟିଏ ହେଲେ ବିଫଳ ହାଇନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ସଦାପ୍ରଭୁ ଆପଣାର ସକଳ ପ୍ରତିଜ୍ଞାନୁସାରେ ନିଜ ଲୋକ ଇସ୍ରାଏଲକୁ ବିଶ୍ରାମ ଦେଇଅଛନ୍ତି, ସେ ଧନ୍ୟ ହେଉନ୍ତୁ; ସେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେ ଯେ ପ୍ରତିଜ୍ଞା କରିଥିଲେ, ସେହି ସକଳ ଉତ୍ତମ ପ୍ରତିଜ୍ଞାର ଏକ କଥା ହିଁ ବିଫଳ ହୋଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ଯିଏ ଆପଣାର ପ୍ରତିଜ୍ଞାନୁସାରେ ଇସ୍ରାଏଲକୁ ସମସ୍ତ ଲୋକମାନଙ୍କୁ ବିଶ୍ରାମ ଦେଇଅଛନ୍ତି, ସେ ପ୍ରଶଂସିତ ହୁଅନ୍ତୁ; ସେ ମୋଶାଙ୍କୁ ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ସମସ୍ତ ଉତ୍ତମ ପ୍ରତିଜ୍ଞାଗୁଡ଼ିକର ଗୋଟିଏ ହେଲେ ବିଫଳ ହୋଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେଉଁ ସଦାପ୍ରଭୁ ଆପଣାର ସକଳ ପ୍ରତିଜ୍ଞାନୁସାରେ ନିଜ ଲୋକ ଇସ୍ରାଏଲକୁ ବିଶ୍ରାମ ଦେଇଅଛନ୍ତି, ସେ ଧନ୍ୟ ହେଉନ୍ତୁ; ସେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେ ଯେ ପ୍ରତିଜ୍ଞା କରିଥିଲେ, ସେହି ସକଳ ଉତ୍ତମ ପ୍ରତିଜ୍ଞାର ଏକ କଥା ହିଁ ବିଫଳ ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
“ଯେଉଁ ସଦାପ୍ରଭୁ ଆପଣାର ସକଳ ପ୍ରତିଜ୍ଞାନୁସାରେ ନିଜ ଲୋକ ଇସ୍ରାଏଲକୁ ବିଶ୍ରାମ ଦେଇଅଛନ୍ତି, ସେ ଧନ୍ୟ ହେଉନ୍ତୁ; ସେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେ ଯେ ପ୍ରତିଜ୍ଞା କରିଥିଲେ, ସେହି ସକଳ ଉତ୍ତମ ପ୍ରତିଜ୍ଞାର ଏକ କଥା ହିଁ ବିଫଳ ହୋଇ ନାହିଁ।