1 Kings 8:57 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଆମ୍ଭମାନଙ୍କର ପିତୃ ଲୋକଙ୍କ ସଙ୍ଗେ ଯେପରି ଥିଲେ, ସହେିପରି ଆମ୍ଭମାନଙ୍କ ସହିତ ରୁହନ୍ତୁ ସେ ଆମ୍ଭମାନଙ୍କୁ ପରିତ୍ଯାଗ କରନ୍ତୁ ନାହିଁ କି ଆମ୍ଭଠାରୁ ଦୂ ରଇେ ୟାଆନ୍ତୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ପିତୃଲୋକଙ୍କ ସଙ୍ଗେ ଯେପରି ଥିଲେ, ସେହିପରି ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଥାଉନ୍ତୁ; ସେ ଆମ୍ଭମାନଙ୍କୁ ତ୍ୟାଗ ନ କରନ୍ତୁ, କିଅବା ଆମ୍ଭମାନଙ୍କଠାରୁ ଦୂରବର୍ତ୍ତୀ ନ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କର ପିତୃ ଲୋକଙ୍କ ସଙ୍ଗେ ଯେପରି ଥିଲେ, ସେହିପରି ଆମ୍ଭମାନଙ୍କ ସହିତ ରୁହନ୍ତୁ ସେ ଆମ୍ଭମାନଙ୍କୁ ପରିତ୍ୟାଗ କରନ୍ତୁ ନାହିଁ କି ଆମ୍ଭଠାରୁ ଦୂରେଇ ଯାଆନ୍ତୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପିତୃଲୋକଙ୍କ ସଙ୍ଗେ ଯେପରି ଥିଲେ, ସେହିପରି ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଥାଉନ୍ତୁ; ସେ ଆମ୍ଭମାନଙ୍କୁ ତ୍ୟାଗ ନ କରନ୍ତୁ, କିଅବା ଆମ୍ଭମାନଙ୍କଠାରୁ ଦୂରବର୍ତ୍ତୀ ନ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ପିତୃଲୋକଙ୍କ ସଙ୍ଗେ ଯେପରି ଥିଲେ, ସେହିପରି ଆମ୍ଭମାନଙ୍କ ସଙ୍ଗେ ସଙ୍ଗେ ଥାଉନ୍ତୁ; ସେ ଆମ୍ଭମାନଙ୍କୁ ତ୍ୟାଗ ନ କରନ୍ତୁ, କିଅବା ଆମ୍ଭମାନଙ୍କଠାରୁ ଦୂରବର୍ତ୍ତୀ ନ ହେଉନ୍ତୁ।